GOOD
INDIA
ODISHA
ବନ୍ୟାଞ୍ଚଳ ସ୍ଥିତି ପରଖିଲେ ଜଳସମ୍ପଦ ପ୍ରମୁଖ ସଚିବ, ବିପର୍ଯ୍ୟସ୍ତର ବାସ୍ତବ ଚିତ୍ର ଦେଖି…
ପୁରୁଷୋତ୍ତମପୁର,୩୧ା୧୦(ସବିତା ମିଶ୍ର): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ଋଷିକୁଲ୍ୟା ନଦୀରେ ପ୍ରଳୟଙ୍କରୀ ବନ୍ୟା ଆସି କୂଳ ଲଂଘନ ସହ ବନ୍ଧ ଭାଙ୍ଗିଯିବା ଫଳରେ ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ଏହି ବନ୍ୟା ବିପର୍ଯ୍ୟୟର ବାସ୍ତବ ସ୍ଥିତି ଅନୁଧ୍ୟାନ କରିବାକୁ
Read the original at ଧରିତ୍ରୀ ↗