Flag of Indiaसत्यमेव जयते
GOOD INDIA ODISHA

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ଦୀପକ

ବଞ୍ଚୋ,୬ା୧୧(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଗୌରବ ଆଣିଛନ୍ତି ଯୁବ ଶିକ୍ଷାବିତ୍‌ ଦୀପକ କୁଅଁର। ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଓ ଉତ୍କୃଷ୍ଟ ପ୍ରଦର୍ଶନ ପାଇଁ ସେ ୨୦୨୫-୨୬ ବର୍ଷର ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ନିମନ୍ତେ ମନୋନୀତ ହୋଇଛନ୍ତି। ଦୀପକଙ୍

ଧରିତ୍ରୀ Fri, 06 Nov 2026 09:07
Read the original at ଧରିତ୍ରୀ ↗