GOOD
INDIA
ODISHA
ବିହାରୀ ଯୁବକଙ୍କ ସହ ଫେରାର ହେଉଥିବା ଆଦିବାସୀ ୱାର୍ଡସଭ୍ୟାଙ୍କୁ ଅଟକ
ମହାକାଳପଡ଼ା, ୮।୧୧ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ପେଟଛେଲା ପଞ୍ଚାୟତର ଜଙ୍ଗଲଘେରି ଶବରପଡ଼ାର ଆଦିବାସୀ ମହିଳା ୱାର୍ଡ ସଭ୍ୟାଙ୍କୁ ବିହାର ରାଜ୍ୟର ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକ ରବିବାର ଅପରାହ୍ନରେ ସାଙ୍ଗରେ ନେଇ ଫେରାର ହେଉଥିବା ବେଳେ
Read the original at ଧରିତ୍ରୀ ↗