GOOD
INDIA
ODISHA
ବଲାଙ୍ଗୀରରେ ବେଆଇନ ଗଞ୍ଜେଇ ବେପାରର ପର୍ଦ୍ଦାଫାଶ: ୨୧ କେଜି ଗଞ୍ଜେଇ ସହ ଦେଶୀ ପିସ୍ତଲ ଜବତ, ୨ କୁଖ୍ୟାତ ଅଭିଯୁକ୍ତ ଗିରଫ

ବଲାଙ୍ଗୀର, ୬।୧୧(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀର ସହରରେ ପୁଣି ଗଞ୍ଜେଇ କାରବାରର ପର୍ଦ୍ଦାଫାଶ କରିଛି ଟାଉନ୍ ଥାନା ପୋଲିସ। ସହରର ନୂଆ ବସଷ୍ଟାଣ୍ଡ ପଛପଟ ରାଜୀବ ନଗର ଅଞ୍ଚଳରେ ଚାଲିଥିବା ଏହି ବେଆଇନ କାରବାର ଉପରେ ଚଢ଼ାଉ କରି ପୋଲିସ ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ
ଧରିତ୍ରୀ पर मूल खबर पढ़ें ↗