Flag of Indiaसत्यमेव जयते
GOOD INDIA ODISHA

ବଢ଼ିଲା ହୀରାକୁଦ ଜଳଭଣ୍ଡାର ଜଳସ୍ତର, ପୁଣି ଖୋଲିଲା ୩ ଗେଟ୍‌

ସମ୍ବଲପୁର,୧ା୧୧(ପ୍ରମୋଦ ବହିଦାର): ବାତ୍ୟା ଅର୍ଣ୍ଣବ ପ୍ରଭାବରେ ହୀରାକୁଦ ଜଳଭଣ୍ଡାରର ଉପର ପ୍ରବଳ ବର୍ଷା ଯୋଗୁ ମହାନଦୀରେ ଜଳ ପ୍ରବାହ ବୃଦ୍ଧି ପାଇଛି। ସେହି ଅନୁପାତରେ ହୀରାକୁଦ ଜଳଭଣ୍ଡାରକୁ ମଧ୍ୟ ବନ୍ୟାଜଳ ପ୍ରବେଶ ପରିମାଣ ବୃଦ୍ଧି ସହ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଫଳରେ

ଧରିତ୍ରୀ Sun, 01 Nov 2026 12:14
Read the original at ଧରିତ୍ରୀ ↗