GOOD
INDIA
ODISHA
ସମ୍ଭାବ୍ୟ ବାତ୍ୟାକୁ ନେଇ ତତ୍ପର ଗଞ୍ଜାମ ପ୍ରଶାସନ, ଭଞ୍ଜନଗରରେ ଉପଜିଲାପାଳଙ୍କ ସମୀକ୍ଷା
ଭଞ୍ଜନଗର,୨୫।୧୦(ବାବୁଲା ପ୍ରଧାନ) : ଆସନ୍ତା ୨୮ ଓ ୨୯ ତାରିଖରେ ଗଞ୍ଜାମ ଜିଲାରେ ସମ୍ଭାବ୍ୟ ବାତ୍ୟାର ପ୍ରଭାବ ଅଧିକ ରହିବା ନେଇ ଆଶଙ୍କା କରାଯାଇଛି । ଏହାକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆବଶ୍ୟକ ପ୍ରସ୍ତୁତି ଆରମ୍ଭ ହୋଇଛି । ଏହି ପରିପ୍ରେକ୍ଷୀରେ ରବିବାର ଭଞ୍ଜନଗର ବ୍ଲକ
Read the original at ଧରିତ୍ରୀ ↗