Flag of Indiaसत्यमेव जयते
GOOD INDIA ODISHA

ବଣ୍ଡାଘାଟିରେ ଧସିଲା ମାଟି ଅତଡ଼ା: ୭ ଗାଁ ବିଚ୍ଛିନ୍ନ

ମାଲକାନଗିରି,୬।୧୧(ଗୌରିଶଙ୍କର ପଣ୍ଡା): ମାଲକାନଗିରି ଜିଲା ବଣ୍ଡାଘାଟିରେ ରାସ୍ତା ଧସିବା ଯୋଗୁ ୭ଟି ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇପଡ଼ିଛି। ଖଇରପୁଟ ବ୍ଲକ ମୁଦୁଲିପଡ଼ା ପଞ୍ଚାୟତର ବନ୍ଧଗୁଡ଼ା ନିକଟରେ ମାଟି ଅତଡ଼ା ଧସି ରାସ୍ତା ଅବରୋଧ ହୋଇଛି। ଫଳରେ ମୁଦୁଲିପଡ଼ା ପଞ୍ଚାୟତର କିର୍ଷାନୀପଡ଼ା

ଧରିତ୍ରୀ Fri, 06 Nov 2026 14:19
Read the original at ଧରିତ୍ରୀ ↗