GOOD
INDIA
ODISHA
ବାଣ ଝୁଲରୁ ଲାଗିଲା ନିଆଁ, ଜଳିଗଲା ଘର: ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପାଉଁଶ
ଆଳି, ୯।୧୧ (ବନମାଳୀ ସେନାପତି): ବାଣ ଝୁଲରୁ ନିଆଁ ଲାଗି ଜଳିଯାଇଛି ଦୁଇ ବଖରା ଚାଳଘର। ଘରେ ଥିବା ଆସବାବପତ୍ର ସମେତ ସମସ୍ତ ଜିନିଷ ପୋଡ଼ି ପାଉଁଶ ହୋଇଯାଇଛି। ଏଭଳି ଏକ ଭୟାବହ ଅଗ୍ନିକାଣ୍ଡ ଘଟିଛି କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ ଦେମାଳ ଗ୍ରାମରେ। ସୂଚନା ଅନୁଯାୟୀ, ଦେମାଳ ଗ୍ରାମର
Read the original at ଧରିତ୍ରୀ ↗