Flag of Indiaसत्यमेव जयते
CRISIS INDIA ODISHA

ପାକିସ୍ତାନୀ ସେନାର ଅତ୍ୟାଚାର: ପ୍ରଦର୍ଶନକାରୀଙ୍କ ଉପରକୁ ଡ୍ରୋନରୁ ଗୁଳିଚାଳନା, ୩ ମୃତ

ଇସଲାମାବାଦ,୫।୧୧: ପାକିସ୍ତାନ ଅଧିକୃତ କଶ୍ମୀରରେ, ପାକିସ୍ତାନୀ ସେନା ସ୍ଥାନୀୟ ଜନସାଧାରଣଙ୍କ ଉପରେ କ୍ରମାଗତ ଭାବେ ଅତ୍ୟାଚାର ଚଳାଇଛି। ଗୁରୁବାର ସକାଳ ୫ଟା ସମୟରେ, ଡ୍ରୋନଗୁଡ଼ିକ ହଠାତ ଲୋକଙ୍କ ଘର ଉପରକୁ ଗୁଳିଚାଳନା କରିଥିଲେ। ଏହି ଆକ୍ରମଣରେ ଅନେକ ବ୍ୟକ୍ତି ଆହତ ହୋଇଥିବା ଖବର ମିଳିଛି;

ଧରିତ୍ରୀ Thu, 05 Nov 2026 12:03 DEVELOPING
Read the original at ଧରିତ୍ରୀ ↗