GOOD
INDIA
ODISHA
୨-୦ରେ ସିରିଜରେ ଆଗରେ ଅଛି ଟିମ ଇଣ୍ଡିଆ…, ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଚତୁର୍ଥ ଦିନିକିଆ ମ୍ୟାଚ କେବେ ଖେଳାଯିବ? ଦୂର ହେଲା ସିରିଜ ହାରିଯିବାର ଭୟ
ନୂଆଦିଲ୍ଲୀ,୧୦।୧୧: ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଏକ ରୋମାଞ୍ଚକର ମୋଡ଼ରେ ପହଞ୍ଚିଛି। ତୃତୀୟ ମ୍ୟାଚ ହାମିଲଟନରେ ଖେଳାଯିବାର ଥିଲା, କିନ୍ତୁ ଖରାପ ପାଗ ଏବଂ କ୍ରମାଗତ ବର୍ଷା ଯୋଗୁ ଟସ ପଡ଼ିପାରିଲା ନାହିଁ ଏବଂ ଶେଷରେ ମ୍ୟାଚକୁ ବାତିଲ
Read the original at ଧରିତ୍ରୀ ↗