GOOD
INDIA
ODISHA
ବାତ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ସ୍ଥିତି ପରଖିଲେ ମହିଳା ଓ ଶିଶୁ ସୁରକ୍ଷା, ଆୟୋଗ ଅଧ୍ୟକ୍ଷା: ଅଙ୍ଗନବାଡ଼ି କେନ୍ଦ୍ର ଓ ଆବାସିକ ବିଦ୍ୟାଳୟରେ ସୁବିଧା ସୁଯୋଗ ଯାଞ୍ଚ
ମୋହନା, ୬।୧୧ (ମନ୍ମଥ ମିଶ୍ର): ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବ ପରେ ଗଜପତି ଜିଲ୍ଲା ମୋହନା ବ୍ଲକରେ ମହିଳା ଓ ଶିଶୁଙ୍କ ସୁରକ୍ଷାକୁ ନେଇ ପ୍ରଶାସନ ତତ୍ପର ହୋଇଛି। ଏହି ପରିପ୍ରେକ୍ଷୀରେ ରାଜ୍ୟ ମହିଳା ଓ ଶିଶୁ ସୁରକ୍ଷା ଆୟୋଗର ଅଧ୍ୟକ୍ଷା ମୋହନା ଅଞ୍ଚଳ ଗସ୍ତ କରି ବାତ୍ୟା କ୍ଷତିଗ୍ରସ୍ତ ଅଞ୍ଚଳର
Read the original at ଧରିତ୍ରୀ ↗