GOOD
INDIA
ODISHA
ବିକଶିତ ଭାରତ ନିର୍ମାଣରେ ଛାତ୍ରୀଛାତ୍ରଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ
ଭଞ୍ଜନଗର,୨୨।୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ କୁଲାଡ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଗୁରୁବାର ପୁରାତନ ଛାତ୍ରୀଛାତ୍ରଙ୍କ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଅତିଥିମାନେ ଯୋଗଦେଇ ବିକଶିତ ଭାରତ ନିର୍ମାଣରେ ଛାତ୍ରଛାତ୍ରୀଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂ
Read the original at ଧରିତ୍ରୀ ↗