GOOD
INDIA
ODISHA
ଭୀଷ୍ମଗିରି ଗ୍ରାମରୁ ବିପୁଳ ପରିମାଣର ବାଣ ଜବତ : ଜଣେ ଅଭିଯୁକ୍ତ ଗିରଫ
ଦିଗପହଣ୍ଡି,୬|୧୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଭୀଷ୍ମଗିରି ଗ୍ରାମ ବଡ଼ଦାଣ୍ଡ ସାହିର ଜଣେ ବ୍ୟକ୍ତିଙ୍କ ରାସନ୍ ଦୋକାନରେ ଚଢ଼ାଉ କରି ବେଆଇନ ଭାବେ ବିକ୍ରୀ ପାଇଁ ମହଜୁଦ ଥିବା ବିଭିନ୍ନ କମ୍ପାନୀ ନିର୍ମିତ ପ୍ରାୟ ୨୫ ହଜାର ଟଙ୍କା ମୂଲ୍ୟର ବାଣ ଜବତ କରିଛନ୍ତି। ଗ୍ର
Read the original at ଧରିତ୍ରୀ ↗