Flag of Indiaसत्यमेव जयते
CRISIS INDIA ODISHA

ଦାଦନ ଖଟିବାକୁ ଯାଇ ଚାଲିଗଲା ଯୁବକଙ୍କ ଜୀବନ, ଗାଁରେ ଶୋକର ଛାୟା

ଗୁଡାରି,୨୬।୧୦(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମପଂଚାୟତ ଅନ୍ତର୍ଗତ ଗୌଡ଼ ଢ଼େପାଗୁଡା ଗ୍ରାମରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି । ସୁଦୂର ଗୁଜରାଟ ରାଜ୍ୟକୁ ଦାଦନ ଖଟିବାକୁ ଯାଇ ସଡକ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ମୃତକ ଯୁବକ ଜଣଙ୍କ ହେଲେ ୨୩ ବର୍ଷୀୟ

ଧରିତ୍ରୀ Mon, 26 Oct 2026 17:10 DEVELOPING
Read the original at ଧରିତ୍ରୀ ↗