GOOD
INDIA
ODISHA
ରେଳ ଧାରଣାରେ ଦମ୍ପତିଙ୍କ ଝଗଡ଼ା ନେଲା ୩ ଜୀବନ, ବଞ୍ଚାଇବାକୁ ଯାଇ ଟ୍ରେନ୍ ଧକ୍କାରେ…
ଜୟପୁର,୮ା୧୧: ରାଜସ୍ଥାନର ବିକାନେର ଜିଲାରେ ରବିବାର ଏକ ଦୁଃଖଦ ରେଳ ଦୁର୍ଘଟଣା ଘଟିଛି । ରେଳ ଧାରଣାରେ ଝଗଡ଼ା କରୁଥିବା ଏକ ଦମ୍ପତିଙ୍କୁ ବଞ୍ଚାଇବାକୁ ଯାଇ ଟ୍ରେନ୍ ଧକ୍କାରେ ୩ ଜଣଙ୍କ ମୃତ୍ୟୁ ହୋଇଛି । ଏଥିରେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି । ଘଟଣାଟି ବିକାନେରର ଜେଏନ୍ ବ୍ୟାସ କଲୋନୀ
ଧରିତ୍ରୀ पर मूल खबर पढ़ें ↗