Flag of Indiaसत्यमेव जयते
CRISIS INDIA ODISHA

ବନ୍ୟାରେ ଉଜୁଡ଼ିଲା ଜୀବିକା, ପାଣି ଭିତରୁ ସ୍ୱପ୍ନ ସାଉଁଟୁଛନ୍ତି ବ୍ୟବସାୟୀ: କିଏ ଖୋଜୁଛି ହଜିଯାଇଥିବା ସାମଗ୍ରୀ, କିଏ ମୁଠାଏ ଖାଦ୍ୟ ପାଇଁ ଡହଳବିକଳ

ପୁରୁଷୋତ୍ତମପୁର, ୩୦।୧୦ (ସବିତା ମିଶ୍ର): ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ଋଷିକୁଲ୍ୟା ନଦୀରେ ଆସିଥିବା ପ୍ରଳୟଙ୍କରୀ ବନ୍ୟା ଗଞ୍ଜାମ ଜିଲାରୁ ପୁରୁଷୋତ୍ତମପୁରର ଜନଜୀବନକୁ ଛାରଖାର କରିଦେଇଛି। ଦୋକାନ ବଜାରରେ ବନ୍ୟାଜଳ ପଶିଯିବାରୁ ଖାଦ୍ୟସାମଗ୍ରୀଠାରୁ ଆରମ୍ଭ କରି ଅନେକ ମୂଲ୍ୟବାନ ସାମଗ୍ରୀ ନ

ଧରିତ୍ରୀ Fri, 30 Oct 2026 15:23 DEVELOPING
ଧରିତ୍ରୀ पर मूल खबर पढ़ें ↗