RESPONSE
BUSINESS
ODISHA
ଧାନ ଉଠାଣ ଓ କଷ୍ଟମ ମିଲ୍ଡ ଚାଉଳ ଜମାରେ ବିଳମ୍ବ: କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଏମପି ପ୍ରଦୀପ ପୁରୋହିତ
ବରଗଡ଼,୬।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସମେତ ଓଡ଼ିଶାର ବିଭିନ୍ନ ଜିଲାରେ ଧାନ ଉଠାଣ ଓ ମିଲର୍ସଙ୍କ ଦ୍ୱାରା କଷ୍ଟମ ମିଲ୍ଡ ରାଇସ୍ (ସିଏମଆର) ଜମାରେ ହେଉଥିବା ବିଳମ୍ବକୁ ନେଇ ବରଗଡ଼ ଲୋକସଭା ସାଂସଦ(ଏମପି) ପ୍ରଦୀପ ପୁରୋହିତ କେନ୍ଦ୍ର ଉପଭୋକ୍ତା ବ୍ୟାପାର, ଖାଦ୍ୟ ଓ ସାଧାରଣ ବଣ୍ଟନ ମନ
Read the original at ଧରିତ୍ରୀ ↗