Flag of Indiaसत्यमेव जयते
GOOD INDIA ODISHA

ବନ୍ୟାବିପନ୍ନଙ୍କ ମୁହଁରେ ହସ ଫୁଟାଇଲା ଗଞ୍ଜାମ ପୋଲିସ, ମାନବିକତାର ଆଲୋକ ଜଳାଇଲେ ଏସ୍‌ପି

ପୁରୁଷୋତ୍ତମପୁର,୬ା୧୧(ସବିତା ମିଶ୍ର): ବନ୍ୟାର କରାଳ ବିଭୀଷିକାରେ ଛାରଖାର ହୋଇଯାଇଛି ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳ। ବନ୍ୟା ସବୁକିଛି ଛଡ଼ାଇ ନେଇ ଅନେକ ପରିବାରଙ୍କୁ ନିଃସହାୟ କରିଦେଇଛି। ଏଭଳି ଦୁଃଖଦ ସ୍ଥିତିରେ ବନ୍ୟାବିପନ୍ନଙ୍କ ମୁହଁରେ ହସ ଫୁଟାଇବାକୁ ଆଗେଇ ଆସିଛି ଗଞ୍ଜାମ ପୋଲ

ଧରିତ୍ରୀ Fri, 06 Nov 2026 12:08
ଧରିତ୍ରୀ पर मूल खबर पढ़ें ↗