Flag of Indiaसत्यमेव जयते
GOOD INDIA ODISHA

ଏତିକି ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ମହିଳା ସବ୍‌-ରେଜିଷ୍ଟ୍ରାର, ଚାକିରି ଜୀବନ ଆରମ୍ଭରୁ ଦୁର୍ନୀତି ପଙ୍କରେ…

ବାଲିଆପାଳ,୬ା୧୧: ଜମି ପଞ୍ଜୀକରଣ ପାଇଁ ଲାଞ୍ଚ ନେବା ମହିଳା ଅଧିକାରୀଙ୍କୁ ପଡ଼ିଛି ଭାରି। ସାଧାରଣ ଲୋକଙ୍କଠାରୁ ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଓଡ଼ିଶା ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ବାଲେଶ୍ୱର ଜିଲା ବାଲିଆପାଳ ସବ୍‌ରେଜିଷ୍ଟ୍ରାର୍‌ ମନୀଷା ମିଶ୍ର। ସବୁଠାରୁ ଆଶ୍ଚର୍ଯ୍ୟର ବିଷୟ ହ

ଧରିତ୍ରୀ Fri, 06 Nov 2026 09:42
Read the original at ଧରିତ୍ରୀ ↗