Flag of Indiaसत्यमेव जयते
RESPONSE INDIA ODISHA

ଛାତ୍ରଛାତ୍ରୀଙ୍କୁ ଆଡମିଶନ ଫି ଫେରସ୍ତ କଲା ଉଚ୍ଚଶିକ୍ଷା ବିଭାଗ: ୧.୧୧ ଲକ୍ଷ ଜଣଙ୍କ ଆକାଉଣ୍ଟକୁ ଗଲା ୬୯.୨୩ କୋଟି ଟଙ୍କା

ଭୁବନେଶ୍ୱର, ୨୮।୧୦: ରାଜ୍ୟର ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଛାତ୍ରଛାତ୍ରୀଙ୍କ ପାଇଁ ଏକ ବଡ଼ ଓ ଆଶ୍ୱାସନାଜନକ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଆଡମିଶନ ସମୟରେ ଛାତ୍ରଛାତ୍ରୀମାନେ ଦେଇଥିବା ବଳକା ଆଡମିଶନ ଫି ଫେରସ୍ତ ପ୍ରକ୍ରିୟା ଶେଷ ହୋଇଛି। ବିଭାଗ ପକ୍ଷରୁ ମୋଟ ୧ ଲକ୍ଷ ୧୧ ହଜାର ୬୭୮ ଜଣ ଛାତ୍ର

ଧରିତ୍ରୀ Wed, 28 Oct 2026 18:00
Read the original at ଧରିତ୍ରୀ ↗