Flag of Indiaसत्यमेव जयते
GOOD INDIA ODISHA

ବିଜୟ ଯେଉଁଠି, ତ୍ରିଷା ସେଇଠି: ହାଇପ୍ରୋଫାଇଲ ବିବାହ ରିସେପ୍ସନରେ ଚର୍ଚ୍ଚାରେ ଷ୍ଟାର ଯୋଡ଼ି

ଚେନ୍ନାଇ,୬।୧୧: ତାମିଲନାଡୁର ମୁଖ୍ୟମନ୍ତ୍ରୀ ତଥା ଅଭିନେତା ବିଜୟ ଏବଂ ଅଭିନେତ୍ରୀ ତ୍ରିଷା କ୍ରିଷ୍ଣନ ପୁଣି ଥରେ ଏକାଠି ନଜର ଆସିଛନ୍ତି। ଚେନ୍ନାଇରେ ଆୟୋଜିତ ଏକ ହାଇପ୍ରୋଫାଇଲ ବିବାହ ରିସେପ୍ସନ୍‌ରେ ଉଭୟଙ୍କ ଉପସ୍ଥିତି ଚର୍ଚ୍ଚାର ବିଷୟ ପାଲଟିଛି। ସମାରୋହରୁ ସାମ୍ନାକୁ ଆସିଥିବା ଫଟୋ ଓ ଭିଡି

ଧରିତ୍ରୀ Fri, 06 Nov 2026 03:54
Read the original at ଧରିତ୍ରୀ ↗