Flag of Indiaसत्यमेव जयते
GOOD INDIA ODISHA

ପାକିସ୍ତାନୀ ବୋଲରଙ୍କ ବୟସକୁ ନେଇ ବଡ଼ ପ୍ରଶ୍ନ, ବୟସ ଲୁଚାଇ ଖେଳୁଛନ୍ତି ଅଣ୍ଡର-୧୯ ଟୁର୍ନାମେଣ୍ଟ! ଆସିଲା ସାଂଘାତିକ ଅଭିଯୋଗ

ନୂଆଦିଲ୍ଲୀ, ୯।୧୧: ପାକିସ୍ତାନର ଯୁବ ଦ୍ରୁତ ବୋଲର ଅଲି ରଜା ଏବେ ଚର୍ଚ୍ଚାରେ ଅଛନ୍ତି। ରବିବାର ୨୦୨୬ ଅଣ୍ଡର-୧୯ ଏସିଆ କପରେ ଭାରତ ବିପକ୍ଷରେ ସେ ୩ଟି ଉଇକେଟ୍‌ ହାସଲ କରିଥିଲେ। ତେବେ ନିଜର ଦମ୍‌ଦାର ପ୍ରଦର୍ଶନ ପାଇଁ ନୁହେଁ, ବରଂ ବୟସକୁ ନେଇ ସେ ଚର୍ଚ୍ଚାରେ ରହିଛନ୍ତି। ପ୍ରକୃତରେ, ଗତ ୩ ବର

ଧରିତ୍ରୀ Mon, 09 Nov 2026 12:22
Read the original at ଧରିତ୍ରୀ ↗