GOOD
INDIA
ODISHA
କୋଟିଆରେ ଆନ୍ଧ୍ର ପୋଲିସକୁ କୋରାପୁଟ ବିଧାୟକଙ୍କ ବିରୋଧ: ‘ଆବଶ୍ୟକ ପଡ଼ିଲେ ଓଡ଼ିଶାର ଅନୁମତି ନେଇ ଆସ
ପଟ୍ଟାଙ୍ଗି, ୨୫ା୧୦ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅନ୍ତର୍ଗତ କୋଟିଆ ପଞ୍ଚାୟତକୁ ନେଇ ଦିନକୁ ଦିନ ସ୍ଥିତି ଜଟିଳ ହେବାରେ ଲାଗିଛି। ଏପରି ସ୍ଥିତିରେ କୋଟିଆର ସୀମାନ୍ତ ଗ୍ରାମରେ ଆନ୍ଧ୍ର ପୋଲିସର ଉପସ୍ଥିତିକୁ କୋରାପୁଟ ବିଧାୟକ ରଘୁରାମ ମାଛ ବିରୋଧ କରିଛନ୍ତି। ଓଡ଼ିଶାର
Read the original at ଧରିତ୍ରୀ ↗