GOOD
INDIA
ODISHA
ଯୁବ ରେଡକ୍ରସ ସ୍ବେଚ୍ଛାସେବୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଭଞ୍ଜନଗର, ୧୦।୧୧ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ତିନିଦିନିଆ ଯୁବ ରେଡକ୍ରସ ଶିବିର ଉଦ୍ଘାଟିତ ହୋଇଯାଇଛି। ଭଞ୍ଜନଗର ଡେପୁଟୀ କଲେକ୍ଟର ସି.ଏଚ. ଗାୟତ୍ରୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶିବିରକୁ ଉଦ୍ଘାଟନ କରିଥିଲେ। ଏହି ଅବସର
Read the original at ଧରିତ୍ରୀ ↗