GOOD
INDIA
ODISHA
ବନ୍ୟାବିପନ୍ନଙ୍କ ସହ ଦୀପାବଳି ପାଳିବ ଗଞ୍ଜାମ ପ୍ରଶାସନ, ଘରେ ଜଳିବ ସହାନୁଭୂତିର ଦୀପ
ଛତ୍ରପୁର,୭ା୧୧(ଦିଲ୍ଲୀପ ସାମଲ): ବନ୍ୟାର କରାଳ ରୂପ ଯେଉଁଠି ଛଡ଼ାଇ ନେଇଥିଲା ହସ ଓ ଆନନ୍ଦ, ସେଠାରେ ପୁଣି ଖୁସିର ଆଲୋକ ଜାଳିବାକୁ ଆଗେଇ ଆସିଛି ଗଞ୍ଜାମ ଜିଲା ପ୍ରଶାସନ। ବନ୍ୟା ବିପନ୍ନଙ୍କ ଦୁଃଖରେ ସାମିଲ ହେବା ସହ ସେମାନଙ୍କ ମୁହଁରେ ହସ ଫୁଟାଇବା ଲକ୍ଷ୍ୟରେ ଚଳିତ ଦୀପାବଳିକୁ ସେମାନଙ୍କ ସହ
Read the original at ଧରିତ୍ରୀ ↗