RESPONSE
INDIA
ODISHA
ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବ: କାଲି କନ୍ଧମାଳର ସବୁ ସ୍କୁଲ୍ ଛୁଟି ଘୋଷଣା
ଫୁଲବାଣୀ,୨୮ା୧୦: ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ପ୍ରବଳ ବର୍ଷାର ସମ୍ଭାବନାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି। ଆସନ୍ତାକାଲି (ଗୁରୁବାର) ଜିଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ୍ଗୁଡ଼ିକୁ ଛୁଟି ଘୋଷଣା କରିଛନ୍ତି
Read the original at ଧରିତ୍ରୀ ↗