GOOD
INDIA
ODISHA
ଅତିରିକ୍ତ ୨ ବର୍ଷ କାର୍ଯ୍ୟ ଶେଷ ପରେ ନିୟମିତ ପାଇଁ ଯୋଗ୍ୟ ହେବେ ଅଗ୍ନିବୀର
ନୂଆଦିଲ୍ଲୀ,୭ା୧୧: ଅତିରିକ୍ତ ୨ ବର୍ଷ କାର୍ଯ୍ୟକାଳ ଶେଷ କରିବା ପରେ ସମସ୍ତ ଅଗ୍ନିବୀର ଚାହିଁଲେ ନିୟମିତ ସୈନ୍ୟ ଭାବେ ପଞ୍ଜୀକୃତ ହେବା ପାଇଁ ଯୋଗ୍ୟ ବିବେଚିତ ହେବେ ଓ ଚୟନ ପ୍ରକ୍ରିୟା ମାନଦଣ୍ଡ ପୂରଣ କରିବେ ବୋଲି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଶନିବାର କହିଛନ୍ତି। ଯେଉଁ ଅଗ୍ନିବୀରମାନେ
Read the original at ଧରିତ୍ରୀ ↗