GOOD
INDIA
ODISHA
ଘରେ ପଶି ବୃଦ୍ଧଙ୍କୁ ଠେଙ୍ଗାରେ ମାଡ଼, ରକ୍ଷା କରିବାକୁ ଆସି ଆକ୍ରମଣର ଶିକାର ହେଲେ ଦିବ୍ୟାଙ୍ଗ ଝିଅ, ପଡ଼ୋଶୀଙ୍କ ନାମରେ…
ଦିଗପହଣ୍ଡି, ୨୭।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ବଳରାମ ନଗରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ବୃଦ୍ଧ ଓ ତାଙ୍କ ଦିବ୍ୟାଙ୍ଗ ଝିଅଙ୍କୁ ସଙ୍ଘବଦ୍ଧ ଭାବେ ଠେଙ୍ଗାରେ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ଆକ୍ରମ
Read the original at ଧରିତ୍ରୀ ↗