Flag of Indiaसत्यमेव जयते
RESPONSE INDIA ODISHA

ଖୋର୍ଦ୍ଧା ଜିଲାର ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ମୁଖ୍ୟାଳୟ ଛାଡ଼ିଲେ ହେବ କାର୍ଯ୍ୟାନୁଷ୍ଠାନ

ଖୋର୍ଦ୍ଧା,୨୫ା୧୦(ପ୍ରଭାତ ପାଣିଗ୍ରାହୀ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସମ୍ଭାବ୍ୟ ବାତ୍ୟା ଓ ପ୍ରଶାସନିକ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲାର ସମସ୍ତ ସରକାରୀ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ଏଥିସହ ଜିଲାର ସମସ୍ତ ଅଧିକାରୀଙ୍କୁ ନିଜ ନିଜ ମୁଖ୍ୟାଳୟରେ ରହିବା

ଧରିତ୍ରୀ Sun, 25 Oct 2026 10:43
Read the original at ଧରିତ୍ରୀ ↗