GOOD
INDIA
ODISHA
ଦକ୍ଷିଣ ଆଫ୍ରିକା ଗସ୍ତ ପାଇଁ ଟିମ ଇଣ୍ଡିଆ ଘୋଷଣା: ଭାରତୀୟ ଦଳକୁ ଫେରିଲେ ୨ ଷ୍ଟାର ଖେଳାଳି
ନୂଆଦିଲ୍ଲୀ, ୯।୧୧: ଦକ୍ଷିଣ ଆଫ୍ରିକାରେ ହେବାକୁ ଥିବା ଗୋଟିଏ ଟେଷ୍ଟ, ୩ଟି ଦିନିକିଆ ଏବଂ ୩ଟି ଟି-୨୦ ମ୍ୟାଚ ପାଇଁ ଟିମ ଇଣ୍ଡିଆ ଘୋଷଣା ହୋଇଛି। ସ୍ମୃତି ମନ୍ଧାନାଙ୍କ ନେତୃତ୍ୱରେ ବିସିସିଆଇ ଏକ ଶକ୍ତିଶାଳୀ ଦଳ ଚୟନ କରିଛି। ସବୁଠାରୁ ବଡ଼ କଥା ହେଉଛି, ତିନୋଟି ଯାକ ଫର୍ମାଟର ଦଳରେ ଜେମିମା ରଡ
Read the original at ଧରିତ୍ରୀ ↗