CRISIS
INDIA
ODISHA
ବେଲ୍ଜିୟମ ପ୍ରଧାନମନ୍ତ୍ରୀଙ୍କ ଇସ୍ତଫା
ବ୍ରସେଲ୍ସ, ୩ା୧୧: ବେଲ୍ଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର ତାଙ୍କର ୫ ଦଳୀୟ ମେଣ୍ଟ ମଧ୍ୟରେ ବଜେଟ ଆଲୋଚନା ବିଫଳ ହେବା ପରେ ସୋମବାର ରାଜା ଫିଲିପ୍ଙ୍କୁ ନିଜର ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି। କିନ୍ତୁ ରାଜା ଏହାକୁ ଗ୍ରହଣ କରିବେ କି ନାହିଁ ସେ ନେଇ ଏପର୍ଯ୍ୟନ୍ତ କୌଣସି ନିଷ୍ପତ୍ତି ହୋ
ଧରିତ୍ରୀ पर मूल खबर पढ़ें ↗