Flag of Indiaसत्यमेव जयते
STATE ACTION POLITICS ODISHA

ଆଇପିଏସ୍‌ ସ୍ତରରେ ବଡ଼ ଅଦଳବଦଳ, ସୁଶାନ୍ତ ନାଥ ଗୃହ ବିଭାଗକୁ ବଦଳି, ଜାଣନ୍ତୁ ଆଉ କାହାକୁ କେଉଁଠିକୁ

ଭୁବନେଶ୍ୱର,୧।୧୧: ରାଜ୍ୟ ପୋଲିସ ପ୍ରଶାସନରେ ବଡ଼ ଧରଣର ଅଦଳବଦଳ ହୋଇଛି। ଆଇପିଏସ୍‌ ସ୍ତରରେ ଏହି ଅଦଳବଦଳରେ ବରିଷ୍ଠ ଅଧିକାରୀଙ୍କଠାରୁ ଆରମ୍ଭ କରି ଜିଲା ଏସ୍‌ପି ପର୍ଯ୍ୟନ୍ତ ଅନେକଙ୍କୁ ନୂଆ ଦାୟିତ୍ୱ ମିଳିଛି। ଜେଲ୍‌ ବିଭାଗର ଡିଜି ସୁଶାନ୍ତ ନାଥଙ୍କୁ ଗୃହ ବିଭାଗର ଓଏସ୍‌ଡି ଭାବେ ବଦଳି କରା

ଧରିତ୍ରୀ Sun, 01 Nov 2026 06:36
ଧରିତ୍ରୀ पर मूल खबर पढ़ें ↗