RESPONSE
INDIA
ODISHA
ସମ୍ଭାବ୍ୟ ବାତ୍ୟା ‘ମୁରାସୁ’କୁ ନେଇ ଆଗୁଆ ସତର୍କତା: ଖୋଲିଲା ହରଭଙ୍ଗୀ ଜଳଭଣ୍ଡାରର ୪ ଗେଟ୍
ମୋହନା,୨।୧୧( ମନ୍ମଥ ମିଶ୍ର): ବାତ୍ୟା ଅର୍ଣ୍ଣବର ପ୍ରଭାବ ନ କମୁଣୁ ଏବେ ସମ୍ଭାବ୍ୟ ବାତ୍ୟା ମୁରାସୁକୁ ନେଇ ବଢ଼ିଲାଣି ଚିନ୍ତା। ସମ୍ଭାବ୍ୟ ବାତ୍ୟା ଓ ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଗଜପତି ଜିଲା ମୋହନା ବ୍ଲକର ହରଭଙ୍ଗୀ ଜଳଭଣ୍ଡାରରୁ ଆଗୁଆ ୪ଟି ଗେଟ ଖୋଲି ଜଳ ନିଷ୍କାସନ କରାଯାଉଛି। ପାଣିପାଗ
Read the original at ଧରିତ୍ରୀ ↗