Flag of Indiaसत्यमेव जयते
GOOD INDIA ODISHA

ହାତୀ-ମଣିଷ ସଂଘର୍ଷ ରୋକିବାକୁ ଗଜସାଥୀଙ୍କୁ ତାଲିମ୍‌: ୧୯ ମାସରେ ୨୭୫ ମଣିଷ ଓ ୧୩୧ ହାତୀଙ୍କ ମୃତ୍ୟୁ

ଭଞ୍ଜନଗର, ୬।୧୧ (ବାବୁଲା ପ୍ରଧାନ): ହାତୀ-ମଣିଷ ସଂଘର୍ଷ ହ୍ରାସ କରିବା ସହ ଉଭୟଙ୍କ ଧନଜୀବନ ସୁରକ୍ଷା ଉଦ୍ଦେଶ୍ୟରେ ଟାଟା ପାୱାର, ଘୁମୁସର ଉତ୍ତର ବନଖଣ୍ଡ ଏବଂ ସ୍ୱେଚ୍ଛାସେବୀ ଅନୁଷ୍ଠାନ ‘ସ୍ନେହା’ର ମିଳିତ ଆନୁକୂଲ୍ୟରେ ଶୁକ୍ରବାର ଗଜସାଥୀ ଓ ହାତୀ ସୁରକ୍ଷାରେ ନିୟୋଜିତ ସ୍କ୍ୱାଡ୍‌ କର୍ମଚାରୀ

ଧରିତ୍ରୀ Fri, 06 Nov 2026 14:44
Read the original at ଧରିତ୍ରୀ ↗