GOOD
INDIA
ODISHA
ପୋଖରୀରେ ବୁଡ଼ି ୨ ଜଣଙ୍କ ମୃତ୍ୟୁ: ଗାଁ ଶ୍ମଶାନରେ ଜଳିଲା ଜୁଇ, ବିଧାୟକ ପହଞ୍ଚି…
ଅତାବିରା,୮ା୧୧(ଯୁଧିଷ୍ଠିତ ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ବୁଗବୁଗା ପଞ୍ଚାୟତ ଅନ୍ତର୍ଗତ ଗମ୍ଭାଟିକ୍ରା ଗ୍ରାମରେ ଶନିବାର ପୋଖରୀରେ ମାଛ ମାରିବାକୁ ଯାଇଥିବାବେଳେ ଗ୍ରାମର ରମେଶ ମହାକୁର (୫୫) ଓ ରିଙ୍କୁ ବର୍ଗେ (୨୫) ଜାଲରେ ଛନ୍ଦି ହୋଇ ପାଣିରେ ବୁଡ଼ି ଯିବାରୁ ଉଭୟଙ୍କ ଅକାଳ ବିୟୋଗ
ଧରିତ୍ରୀ पर मूल खबर पढ़ें ↗