Flag of Indiaसत्यमेव जयते
STATE ACTION INDIA ODISHA

ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ ଗିରଫ

ବ୍ରହ୍ମପୁର, ୧/୧୧ (ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଡକ୍ରସ ପାଣ୍ଠିରୁ ୮.୬୩ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ଗଞ୍ଜାମ ଜିଲ୍ଲା ଛତ୍ରପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟର ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ (ଏସ୍‌ଆର୍‌ଏ) ସଦାଶିବ ପ୍ରଧାନଙ୍କୁ ରବିବାର ଗିରଫ କରିଛି

ଧରିତ୍ରୀ Sun, 01 Nov 2026 05:41 ALLEGED
ଧରିତ୍ରୀ पर मूल खबर पढ़ें ↗