Flag of Indiaसत्यमेव जयते
GOOD INDIA ODISHA

ନ୍ୟୁଜିଲାଣ୍ଡ ବିପକ୍ଷ ଟେଷ୍ଟ ସିରିଜ ପୂର୍ବରୁ ବଢ଼ିଲା ଟିମଇଣ୍ଡିଆର ଟେନ୍‌ସନ୍‌: ପୁଣି ଫେଲ ମାରିଲେ..

ନୂଆଦିଲ୍ଲୀ,୩୧।୧୦: ନ୍ୟୁଜିଲାଣ୍ଡ ଗସ୍ତରେ ଭାରତୀୟ ଦଳର ଷ୍ଟାର୍‌ ଓପନର ଯଶସ୍ବୀ ଜୟସ୍ବାଲଙ୍କ ଖରାପ ଫର୍ମ ଏବେ ଟିମ ଇଣ୍ଡିଆର ଚିନ୍ତା ବଢ଼ାଇଛି। ନ୍ୟୁଜିଲାଣ୍ଡ ଏ’ ବିପକ୍ଷ ଦ୍ୱିତୀୟ ଅନଅଫିସିଆଲ ଟେଷ୍ଟ ମ୍ୟାଚ୍‌ରେ ମଧ୍ୟ ଜୟସ୍ବାଲ ବିନା ଖାତା ଖୋଲି ପ୍ୟାଭିଲିୟନ ଫେରିଛନ୍ତି। ଆଗକୁ ନ୍ୟୁଜିଲାଣ

ଧରିତ୍ରୀ Sat, 31 Oct 2026 02:37
ଧରିତ୍ରୀ पर मूल खबर पढ़ें ↗