Flag of Indiaसत्यमेव जयते
GOOD INDIA ODISHA

କଇଁ ଫୁଲ ତୋଳିବା ହେଲା କାଳ! ପୋଖରୀରେ ବୁଡ଼ି ୩ ଶିଶୁ ମୃତ, ଆଉ ଜଣେ ନିଖୋଜ ସନ୍ଦେହ

ଶ୍ଚିନ୍ତକୋଇଲି (ଅଶୋକ କୁମାର ମହାପାତ୍ର): କଟକ ଜିଲା ଭଦ୍ରେଶ୍ୱର ଥାନା ଅନ୍ତର୍ଗତ ଗୋପାଳପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ପୋଖରୀରେ ବୁଡ଼ି ୩ ଜଣ ଶିଶୁଙ୍କ ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ନିଖୋଜ ଥିବା ସନ୍ଦେହ କରାଯାଉଛି। ସୂଚନା ଅନୁଯାୟୀ, ରବିବାର ସକାଳେ କିଛି ଶିଶୁ କାଇଁ ଫୁଲ ତୋ

ଧରିତ୍ରୀ Sun, 01 Nov 2026 07:59
Read the original at ଧରିତ୍ରୀ ↗