GOOD
INDIA
ODISHA
ଆଜି ରାତିରେ ବଦଳିବ ଚନ୍ଦ୍ରଙ୍କ ଚଳନ: ମିଥୁନ ସମେତ ୩ ରାଶିଙ୍କ ପାଇଁ ଭାରୀ ଖରାପ, ପାଖରୁ ପଳାଇବ ସବୁ ଟଙ୍କା!
ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ନଭେମ୍ବର ୯ ତାରିଖ ବିଳମ୍ବିତ ରାତିରେ ଚନ୍ଦ୍ରମା ତୁଳା ରାଶିରୁ ବାହାରି ନିଜର ନୀଚ ରାଶି ବିଛାରେ ପ୍ରବେଶ କରିବେ। ଚନ୍ଦ୍ରମାଙ୍କ ଏହି ଗୋଚର ଯୋଗୁ ତାଙ୍କ ଶକ୍ତି ହ୍ରାସ ପାଇବ। ଫଳରେ କିଛି ରାଶିର ବ୍ୟକ୍ତିଙ୍କୁ ଜୀବନରେ ନାନା ସମସ୍ୟାର ସାମ୍ନା କରିବ
ଧରିତ୍ରୀ पर मूल खबर पढ़ें ↗