Flag of Indiaसत्यमेव जयते
GOOD INDIA ODISHA

ଜାତୀୟ ରାଜପଥରେ କାରକୁ ଧକ୍କା ଦେଲା ଟ୍ରକ: ୫ ଗୁରୁତର

ମାର୍ଶାଘାଇ ୨୬।୧o(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):ଚଣ୍ଡିଖୋଲ-ପାରାଦ୍ୱୀପ ୫୩ ନଂ ଜାତୀୟ ରାଜପଥର ମାର୍ଶାଘାଇ ଥାନା ଅନ୍ତର୍ଗତ କୁସୁନପୁର ଆଖଣ୍ଡଳମଣି ମନ୍ଦିର ନିକଟରେ କାରକୁ ଏକ ଦ୍ରୁତଗାମୀ ଟ୍ରକ ଧକ୍କା ଦେବା ଫଳରେ କାରରେ ଯାତ୍ରା କରୁଥିବା ୫ ଜଣ ଯୁବକ ଗୁରୁତର ଭାବେ ଆହତ ହୋଇଛନ୍ତି l ସେମାନଙ୍

ଧରିତ୍ରୀ Mon, 26 Oct 2026 16:04
Read the original at ଧରିତ୍ରୀ ↗