GOOD
INDIA
ODISHA
ଆଜି ଆମେରିକାରେ ମଧ୍ୟବର୍ତ୍ତିକାଳୀନ ନିର୍ବାଚନ
ଓ୍ବାଶିଂଟନ,୩ା୧୧: ଆମେରିକାରେ ମଙ୍ଗଳବାର ମଧ୍ୟବର୍ତ୍ତିକାଳୀନ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କ ଦ୍ୱିତୀୟ ପାଳିର ଶେଷ ୨ ବର୍ଷ ପାଇଁ ଆମେରିକା କଂଗ୍ରେସକୁ କେଉଁ ଦଳ ନିୟନ୍ତ୍ରଣ କରିବ, ତାହା ଏହି ନିର୍ବାଚନ ସ୍ଥିର କରିବ। ଏଥିସହିତ ଟ୍ରମ୍ପ୍ ତାଙ୍କ
Read the original at ଧରିତ୍ରୀ ↗