Flag of Indiaसत्यमेव जयते
GOOD INDIA ODISHA

ଭାରତ-ନ୍ୟୁଜିଲାଣ୍ଡ ଟେଷ୍ଟ ସିରିଜକୁ ନେଇ ଆସିଲା ବଡ଼ ଖବର: ଦଳରେ ଯୋଗଦେବେ ୩ ଖେଳାଳି

ନୂଆଦିଲ୍ଲୀ,୯।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ଟେଷ୍ଟ ସିରିଜ ପୂର୍ବରୁ ଟିମ ଇଣ୍ଡିଆର ପ୍ରସ୍ତୁତିକୁ ମଜଭୁତ କରିବେ ତିନି ଯୁବ ବୋଲର। ଅର୍ଶଦୀପ ସିଂହ, ଆକିବ ନବି ଓ ଗୁରନୁର ବରାର ଟେଷ୍ଟ ସିରିଜ ପାଇଁ ଭାରତୀୟ ଦଳ ସହ ନ୍ୟୁଜିଲାଣ୍ଡରେ ରହିବେ। ଭାରତୀୟ ଦଳର ବ୍ୟାଟିଂ କୋଚ ସିତାଂଶୁ କୋଟକ ଏହି ସୂଚନା

ଧରିତ୍ରୀ Mon, 09 Nov 2026 03:43
Read the original at ଧରିତ୍ରୀ ↗