Flag of Indiaसत्यमेव जयते
GOOD INDIA ODISHA

ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ନେଇ ପ୍ରଶାସନ ତତ୍ପର, କାଲି ସ୍ବାସ୍ଥ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଗସ୍ତ

ଭବାନୀପାଟଣା,୨୬।୧୦(ଉତ୍ତମ କୁମାର ଦାଶ): ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ ର ମୁକାବିଲା ତଥା ପୂର୍ବ ପ୍ରସ୍ତୁତି ନେଇ କଳାହାଣ୍ଡି ଜିଲା ପ୍ରଶାସନ ତରଫରୁ ତତ୍ପରତା ପ୍ରକାଶ ପାଇଛି । ଏହି ପରିପ୍ରେକ୍ଷୀରେ ସୋମବାର ଅପରାହ୍ନରେ ଭବାନୀପାଟଣା ସ୍ଥିତ ଜିଲାପାଳଙ୍କ ଓସୱାନ ହଲ୍ ଠାରେ ଏକ ଗୁରୁତ୍ୱପୂର୍

ଧରିତ୍ରୀ Mon, 26 Oct 2026 16:11
Read the original at ଧରିତ୍ରୀ ↗