GOOD
INDIA
ODISHA
ଭାରତ ବନାମ ନ୍ୟୁଜିଲାଣ୍ଡ ପ୍ରଥମ ଦିନିକିଆ: ଟସ୍ ଜିତିଲା ଭାରତ, ଦେଖନ୍ତୁ ୨ ଦଳର ପ୍ଲେଇଙ୍ଗ୍ ୧୧
ନୂଆଦିଲ୍ଲୀ, ୪।୧୧: ଭାରତ ବନାମ ନ୍ୟୁଜିଲାଣ୍ଡ ପ୍ରଥମ ଦିନିକିଆ ଅକ୍ଲାଣ୍ଡର ଇଡେନ ପାର୍କ ଷ୍ଟାଡିୟମରେ ଖେଳାଯିବ। ତେବେ ଭାରତର ଅଧିନାୟକ ଶୁଭମନ ଗିଲ ଟସ୍ ଜିତି ପ୍ରଥମେ ବୋଲିିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ବିରାଟ କୋହଲି, ରୋହିତ ଶର୍ମା କିଛିଦିନ ପରେ ଖେଳୁଥିବାର ନଜର ଆସିବେ। ଦିନିକିଆ
Read the original at ଧରିତ୍ରୀ ↗