Flag of Indiaसत्यमेव जयते
RESPONSE BUSINESS ODISHA

ବାତ୍ୟା ଓ ବନ୍ୟାରେ ଫସଲ ନଷ୍ଟ, କ୍ଷତିପୂରଣ ଦାବିରେ ଗଞ୍ଜାମ ଜଲାପାଳଙ୍କ ଅଫିସ୍‌ ଆଗରେ ଚାଷୀଙ୍କ ଧାରଣା!

ଛତ୍ରପୁର,୫।୧୧(ଦିଲ୍ଲୀପ ସାମଲ) : ବାତ୍ୟା ‘ଅର୍ଣ୍ଣବ’ ଓ ପରବର୍ତ୍ତୀ ବନ୍ୟାରେ ଗଞ୍ଜାମ ଜିଲାରେ ବ୍ୟାପକ ଫସଲ କ୍ଷତି ହୋଇଛି । ଫଳରେ କ୍ଷତିଗ୍ରସ୍ତ ଚାଷୀଙ୍କୁ ଉପଯୁକ୍ତ କ୍ଷତିପୂରଣ ଓ ଆର୍ଥିକ ସହାୟତା ପ୍ରଦାନ ଦାବି ଜୋର ଧରିଛି । ଏହି ପରିପ୍ରେକ୍ଷୀରେ ଓଡ଼ିଶା କୃଷକ ସଭାର ଗଞ୍ଜାମ ଜିଲା କମିଟ

ଧରିତ୍ରୀ Thu, 05 Nov 2026 11:52 DEVELOPING
Read the original at ଧରିତ୍ରୀ ↗