GOOD
INDIA
ODISHA
ବନ୍ୟାର ଅନ୍ଧକାରରେ ଦୀପାବଳିର ଆଲୋକ ବାଣ୍ଟିଲେ ଜିଲାପାଳ, ବିପନ୍ନଙ୍କ ଘରେ ପହଞ୍ଚି…
ପୁରୁଷୋତ୍ତମପୁର,୮ା୧୧(ସବିତା ମିଶ୍ର): ବନ୍ୟା ଛଡ଼ାଇ ନେଇଛି ସର୍ବସ୍ବ, ହେଲେ ଛଡ଼ାଇ ପାରିନି ଦୀପାବଳିର ଆଲୋକ। ବନ୍ୟାର ଦୁଃଖରେ ବୁଡ଼ି ରହିଥିବା ପରିବାରଙ୍କ ମୁହଁରେ ହସ ଫୁଟାଇବାକୁ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିଆରା ପଦକ୍ଷେପ ଏବେ ଚର୍ଚ୍ଚାରେ। ବାତ୍ୟା ଅର୍ଣ୍ଣବ ପରବର୍ତ୍ତୀ
Read the original at ଧରିତ୍ରୀ ↗