GOOD
INDIA
ODISHA
ଦେଶବ୍ୟାପୀ ୨୦୦ରୁ ଅଧିକ ଯୁବ କଂଗ୍ରେସ ନେତା ନିଲମ୍ବିତ, କାହିଁକି ନିଆଯାଇଛି ଏମିତି କାର୍ଯ୍ୟାନୁଷ୍ଠାନ ଜାଣନ୍ତୁ…
ନୂଆଦିଲ୍ଲୀ, ୫।୧୧: ଭାରତୀୟ ଯୁବ କଂଗ୍ରେସ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ନିଜର ୨୦୦ରୁ ଅଧିକ ସଦସ୍ୟଙ୍କୁ ନିଲମ୍ବିତ କରିଛି। ଦେଶର ରାଜଧାନୀରେ ବିରୋଧୀ ଦଳଗୁଡ଼ିକର ‘ଇଣ୍ଡିଆ’ (INDIA) ମେଣ୍ଟ ଦ୍ୱାରା ଆୟୋଜିତ ଏକ ରାଲିରେ ଯୋଗ ନ ଦେବାରୁ ସେମାନଙ୍କ ବିରୋଧରେ ଏହି ପଦକ୍ଷେପ ନିଆଯା
Read the original at ଧରିତ୍ରୀ ↗