Flag of Indiaसत्यमेव जयते
STATE ACTION INDIA ODISHA

ସୋଲାର ପ୍ୟାନେଲ୍‌ ଲଗାଇବା ବାହାନାରେ ଘରେ ପଶି ଲୁଟ୍‌, ୪ ଅଭିଯୁକ୍ତ ଗିରଫ

ବଲାଙ୍ଗୀର, ୬।୧୧ (ସୁନିଲ କୁମାର ମହାନ୍ତି): ସୋଲାର ପ୍ୟାନେଲ୍‌ ଲଗାଇବା ବାହାନାରେ ଘରେ ପଶି ଦୁଇ ମହିଳାଙ୍କୁ ଲାଟ୍ରିନ୍‌ ଓ ବାଥରୁମ୍‌ରେ ବନ୍ଦ କରି ଲୁଟ୍‌ କରିଥିବା ଘଟଣାରେ ୪ ଜଣ ଅଭିଯୁକ୍ତଙ୍କୁ ସଦର ଥାନା ପୋଲିସ ଗିରଫ କରିଛି। ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ପଥରଚେପା (ସୀତାରାମ ନଗର)ରେ

ଧରିତ୍ରୀ Fri, 06 Nov 2026 14:01
Read the original at ଧରିତ୍ରୀ ↗