Flag of Indiaसत्यमेव जयते
GOOD INDIA ODISHA

କୋର୍ଟରେ ହାଜର ହେଉନଥିଲେ, ୨ ଅଭିଯୁକ୍ତଙ୍କୁ ଗିରଫ କଲା ପାଟପୁର ପୋଲିସ

ଦିଗପହଣ୍ଡି,୪।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମର କୁନା ବେହେରା ଏବଂ ଯୁଧିଷ୍ଠିର ବେହେରାଙ୍କୁ ବୁଧବାର ପାଟପୁର ପୋଲିସ ଗିରଫ କରି ସାନଖେମୁଣ୍ଡି ଗ୍ରାମ୍ୟ ନ୍ୟାୟାଳୟକୁ ଚାଲାଣ କରିଛନ୍ତି । ଅଭିଯୁକ୍ତ ଦ୍ବୟ ମାଜିଷ୍ଟ୍ରେଟଙ୍କ ଆଦେଶ ପ୍ରକାରେ ସେ କୋର୍

ଧରିତ୍ରୀ Wed, 04 Nov 2026 16:16
Read the original at ଧରିତ୍ରୀ ↗