Flag of Indiaसत्यमेव जयते
RESPONSE INDIA ODISHA

ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା: ଘର ଭାଙ୍ଗିଥିଲେ ମିଳିବ ୧ ଲକ୍ଷ ୩୦ ହଜାର, ପ୍ରଭାବିତଙ୍କୁ ୫୦ କେଜି ଚାଉଳ,ନଗଦ…

ଭୁବନେଶ୍ୱର,୧।୧୧: ରାଜ୍ୟରେ ସାମ୍ପ୍ରତିକ ବନ୍ୟାରେ କ୍ଷତିଗ୍ରସ୍ତ ହୋଇଥିବା ଜନସାଧାରଣଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସହାୟତା ପ୍ୟାକେଜ୍ ଘୋଷଣା କରିଛନ୍ତି। ବନ୍ୟା ଯୋଗୁ ଭାଙ୍ଗିଯାଇଥିବା ଘର, ନଷ୍ଟ ହୋଇଥିବା ଫସଲ ଏବଂ ପ୍ରଭାବିତ ବ୍ୟବସାୟୀଙ୍କ ପାଇଁ ସରକାରଙ୍କ ତରଫରୁ ଆର୍ଥିକ ସହା

ଧରିତ୍ରୀ Sun, 01 Nov 2026 15:22
Read the original at ଧରିତ୍ରୀ ↗